Masthead

ଯୁବ ବିଜେଡି ଦଳର ପୁର୍ନଗଠନ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନ ମଣ୍ଡଳିର ସୁକିନ୍ଦା ବ୍ଲକ ବିଜେଡି ଦଳର ପୁର୍ନଗଠନ କରିଛନ୍ତି ସୁକିନ୍ଦା ବିଧାୟକ । ସୁକିନ୍ଦା ବ୍ଲକ ଟସର ଫାର୍ମ ମଧ୍ୟରେ ଏକ ଦଳୀୟ ସଭାରେ ବିଧାୟକ ଏହା ଘୋଷଣା କରିଛନ୍ତି । ସୁକିନ୍ଦା ବ୍ଲକର ସଭାପତି ଭାବେ ସୁଜିତ ରାଉତଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇ ୨୫ଟି ପଂଚାୟତର ୫୮ଜଣଙ୍କୁ ପଂଚାୟତ ସ୍ତରରେ ପଦପଦବୀ ଦିଆଯାଇଛି । ଏହି ଅବସରରେ ବିଧାୟକ ପ୍ରୀତିରଞ୍ଜନ ଘଡାଇ ସମସ୍ତ ନୂତନ ନିର୍ବାଚନ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେ କହିଛନ୍ତି ଯେ ଯୁବକମାନେ ପଂଚାୟତ ସ୍ତରରେ ଲୋକଙ୍କ ନିକଟରେ ସରକାରଙ୍କ ଲୋକାଭିମୁଖ ଯୋଜନା କିଭଳି ପଂହଁଚିବ ସେଥିପାଇଁ କାର୍ଯ୍ୟ କରିବା ଆବଶ୍ୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ