Masthead

“ଭବିଷ୍ୟତରେ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉପୁଜିପାରେ”

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମିଲିଟାରୀ ସାହିତ୍ୟ ଉତ୍ସବ-୨୦୨୦କୁ ସମ୍ବୋଧନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସେ କହିଛନ୍ତି ସମୟ ବଦଳିବା ସହିତ ଧମକ ଏବଂ ଯୁଦ୍ଧର ପ୍ରକୃତି ମଧ୍ୟ ବଦଳୁଛି । ଭବିଷ୍ୟତରେ ଭାରତ ପୂର୍ବରୁ ଅଧିକ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉପୁଜିପାରେ । ସାମରିକ ସାହିତ୍ୟ ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି, ମୁଁ ନିଜେ ସାଧାରଣ ଲୋକଙ୍କ ସହ ସାମରିକ ସାହିତ୍ୟକୁ ଯୋଡିବାକୁ ଗଭୀର ଭାବରେ ଆଗ୍ରହ ପ୍ରକାଶ କରିଛି । ମୋର ଇଚ୍ଛା ହେଉଛି ଆମ ଭବିଷ୍ୟତ ପିଢୀ ଆମ ଦେଶର ଇତିହାସ, ବିଶେଷକରି ସୀମା ଇତିହାସକୁ ବୁଝନ୍ତୁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି