Masthead

ଚିକିତ୍ସାଧୀନ ଅବସ୍ଥାରେ କଏଦୀର ମୃତ୍ୟୁ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ସବ ଜେଲରେ ନକ୍ସଲ କେଶରେ ବିଚାରଧୀନ ବନ୍ଦୀ ଭାବେ ଥିବା ବାମନ କୁଞ୍ଜାମି ନାମକ ଜଣେ କଏଦୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ବାମନ ୨୦୧୭ ମସିହାରେ ମାଥିଲି ଥାନାରେ ଜନ୍ଦ୍ରାଗୁଡ଼ା ଗ୍ରାମରୁ ନକ୍ସଲ କେଶରେ ଗିରଫ ହୋଇ ଜେଲରେ ଥିଲେ ।

ଗତକାଲି ତାଙ୍କ ଶରୀର ଅସୁସ୍ଥ ହେବାରୁ ଜେଲ କର୍ତ୍ତୃପକ୍ଷ ତାଙ୍କୁ ମାଲକାନଗିରି ସଦର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ବାମନଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ