Masthead

ବଢୁଛି ବର୍ଷା-ଅନୁଭବ ବିବାଦ

କଟକ (ବଡ଼ ଖବର ବ୍ୟୁରୋ): ଅନୁଭବ-ବର୍ଷାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ସୋସିଆଲ ମିଡ଼ିଆରେ ତାଙ୍କର ଭିଡ଼ିଓ ଭାଇରାଲ ହେଉଛି । ଯାହାକୁ ନେଇ ଅନେକ ଚର୍ଚ୍ଚା ହେଉଛି । ଉଭୟ ପରସ୍ପରକୁ ଦୋଷାରୋପ କରୁଛନ୍ତି । ଭିଡିଓରେ ଅନୁଭବ ଲକ୍ଷେ ବର୍ଷା ଆସିଲେ ବି ତାଙ୍କୁ ହରାଇ ପାରିବେ ନାହିଁ ବୋଲି କହୁଥିବାର ଦେଖାଦେଇଛି । । ପତ୍ନୀ ବର୍ଷା ଆଣିଥିବା ଘରୋଇ ହିଂସା ମାମଲାରେ ସେ ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜର ଜବାବ ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି