Masthead

ପରୀକୁ ନ୍ୟାୟ ଦେବା ପାଇଁ ବିଜେପିର ପଦଯାତ୍ରା

ପରୀକୁ ନ୍ୟାୟ ଦେବା ପାଇଁ ବିଜେପି ପକ୍ଷରୁ ଆରମ୍ଭ ହେଲା ୫ ଦିନିଆ ପଦଯାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀ ହତ୍ୟାକାଣ୍ଡକୁ ନେଇ ଯୋରଦାର ହେଉଛି ରାଜନୀତି । ନୟାଗଡ଼ର କୁନି ଝିଅ ପରୀକୁ ନ୍ୟାୟ ଦେବା ପାଇଁ ବିଜେପି ଆଜିଠୁ ପଦଯାତ୍ରା ଆରମ୍ଭ । ରାଜ୍ୟ ସରକାରଙ୍କ ଏସଆଇଟି ତଦନ୍ତ ଉପରେ ବିଜେପି ବିଶ୍ୱାସ କରୁନଥିବା ବେଳେ ଏସଆଇଟି ତଦନ୍ତର ପକ୍ଷପାତିତାକୁ ନେଇ ବିଜେପି ଏହାକୁ ଘୋର ନିନ୍ଦା କରୁଛି । ଏନେଇ ଆଜି ଶ୍ରୀଲିଙ୍ଗରାଜଙ୍କ ନିକଟରୁ ବିଜେପି ପଦଯାତ୍ରା କରିବାକୁ ଯାଉଛି । ଏହି ପଦଯାତ୍ରାରେ ରାଷ୍ଟୀୟ ମହିଳା ମୋର୍ଚ୍ଚାର ସଭାନେତ୍ରୀ  ଶୁଭାରମ୍ଭ କରିଛନ୍ତି । ଏହି ପଦଯାତ୍ରା ଲିଙ୍ଗରାଜ ମନ୍ଦିରରୁ ଆରମ୍ଭ ହୋଇ ଆଗାମୀ ୫ ଦିନରେ ୯୮ କିଲୋମିଟର ଯାତ୍ରା କରି ଯଦୁପୁରକୁ ଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ