Masthead

ପୋଲିସ ଖାକିରେ ଲାଗିଲା ଦାଗ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ପୋଲିସ ଖାକିରେ ପୁଣି ଦାଗ ଲାଗିଛି । କଟକ ଜିଲ୍ଲା ନରସିଂହପୁର ଥାନାରେ ଜଣେ ନାବାଳିକାକୁ  ପୋଲିସ ଅଫିସର ରବିନ୍ଦ୍ର କୁମାର ନାୟକ ୩ଦିନ ଧରି ଅଟକ ରଖିଥିଲେ । ଏହାସହ ବେଆଇନ ଭାବେ ପୋଲିସ ତାଙ୍କ ଗର୍ଭ ପରୀକ୍ଷା କରାଇଥିବା ଅଭିଯୋଗ ହୋଇଥିଲା ।

ଏହି ଘଟଣାରେ ୪ଜଣଙ୍କୁ ଆଜି କଟକ ଗ୍ରାମାଞ୍ଚଳ ଏସପି ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଚାଇଲ୍ଡ ଲାଇନ ଥାନାରୁ ସମ୍ପୃକ୍ତ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ଅନ୍ୟ ପକ୍ଷରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଗ୍ରାମାଞ୍ଚଳ ଏସପି ପୋଲିସ ଅଫିସର ରବିନ୍ଦ୍ର କୁମାର ନାୟକଙ୍କୁ ନିଲମ୍ବିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା