Masthead

ଅପରାଜିତାଙ୍କ ଯାଜପୁର ଗସ୍ତ

ଯାଜପୁର(ବଡ଼ ଖବର ବ୍ୟୁରୋ): ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ତଥା ଭୁବନେଶ୍ୱର ସାସଂଦ ଅପରାଜିତା ଷଡ଼ଙ୍ଗୀ ଯାଜପୁର ଗସ୍ତ କରିଥିଲେ । ପ୍ରଥମେ ବଡ଼ଚଣା ଖଣ୍ଡାସରେ ପହଞ୍ଚି କମ୍ବଳ ବଣ୍ଟନ କରିଥିଲେ । ପରେ ମା ବିରଜାଙ୍କୁ ଦର୍ଶନ କରିଥିଲେ । ବିରଜା କଲ୍ୟାଣ ମଣ୍ଡପରେ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ସର୍କିଟ ହାଉସରେ ଯୁବ ଓ ମହିଳା ବୈଠକରେ ଯୋଗ ଦେଇ ଏନଜିଓ ସଂସ୍ଥା ଦ୍ୱାରା ଆୟୋଜିତ ସମ୍ମିଳନୀରେ ଯୋଗଦେଇଥିଲେ । ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଥିଲେ । ଯାଜପୁର ସଦର ମହକୁମାରେ ପହଞ୍ଚିବା ପରେ ପଦଯାତ୍ରା କରି ଦେବୀ ଦର୍ଶନ କରିଥିଲେ । ବିରଜା ପୀଠରେ ସେବାୟତମାନେ ଯାଜପୁରକୁ ରେଳ ସଂଯୋଗ ଲାଗି ଦାବି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ