Masthead

ହାଡ଼ ଭଙ୍ଗା ଶୀତ:ଏହି ଜିଲ୍ଲା ଅଧିକ ଥରିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ୨୪ଘଣ୍ଟାରେ ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ । ଫୁଲବାଣୀରେ ସର୍ବନିମ୍ମ ୪ଡିଗ୍ରୀ, ଦାରିଙ୍ଗବାଡ଼ିରେ ୬ଡିଗ୍ରୀ ରହିଛି । ଆସନ୍ତା ୩ ଦିନ ପାଇଁ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୁରଭଞ୍ଜ ପାଇଁ ତୀବ୍ର ଶୀତ ଲହରିର ପୂର୍ବାନୁମାନ କରାଯାଇଛି । ଏହାସହ ୧୧ଟି ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହା ମଧ୍ୟରେ ରହିଛି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ବରଗଡ଼ ଓ ଦେବଗଡ଼ । ଅଥାତ୍ ଏହି ଜିଲ୍ଲାରେ ପାରଦ ତଳକୁ ଖସିବ । ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ । ଉତ୍ତର ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ