Masthead

ଲାଗୁହେଲା ନାଇଟ୍ କର୍ଫ୍ୟୁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ବଢିଲା ନୂଆ କରୋନା ସଂକ୍ରମଣର ଭୟ ।  ପୁଣି ଥରେ ମହାରାଷ୍ଟ୍ରରେ ଲାଗୁହେଲା ନାଇଟ୍ କର୍ଫ୍ୟୁ । ରାଜଧାନୀ ମୁମ୍ବାଇ ସମେତ ରାଜ୍ୟର ସମସ୍ତ ପୌରପାଳିକା ନିଗମ କ୍ଷେତ୍ରରେ ଏହି ରାତ୍ରୀକାଳିନ କର୍ଫ୍ୟୁ ଲାଗୁ ହୋଇଛି । ରାତି ୧୧ଟା ପାଖରୁ ସକାଳ ୬ଟା ପର୍ଯ୍ୟନ୍ତ ଏହି ନାଇଟ କର୍ଫ୍ୟୁ ବଳବତର ରହିବ ।

ଆଜି ଠାରୁ ଆସନ୍ତା ୫ ତାରିଖ ଯାଏଁ ୧୪ ଦିନ ଧରି ଏହି କର୍ଫ୍ୟୁ ଲଗାଇଛନ୍ତି ମହାରାଷ୍ଟ୍ର ସରକାର । ବ୍ରିଟେନରେ ଦେଖାଦେଇଥିବା ନୂଆ ଧରଣର ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ଏପରି ନିଷ୍ପତି ନେଇଛନ୍ତି । ଏହା ସହିତ ବ୍ରିଟେନ କିମ୍ବା ଅନ୍ୟ ସ୍ଥାନରୁ କୌଣସି ୟୁରୋପ ରାଷ୍ଟ୍ରରୁ ଆସିଥିବା ବ୍ୟକ୍ତିମାନେ ୧୪ ଦିନିଆ ସଙ୍ଗାରୋଧରେ ରହିବାକୁ ପଡ଼ିବ । ଏହାସହିତ ଯେଉଁମାନେ ହୋମ କ୍ୱାରେଣ୍ଟାଇନରେ ରହିବେ ସେମାନଙ୍କ ହାତରେ ପୂର୍ବପରି ଷ୍ଟାମ୍ପ ଲଗାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି