Masthead

ଧାନମଣ୍ଡି ଉଦଘାଟିତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ବଅଁରପାଳ ବ୍ଲକ ବଳରାମପ୍ରସାଦ ସମବାୟ ସମିତିରେ ଧାନମଣ୍ଡି ଉଦଘାଟିତ ହୋଇଯାଇଛି । ଜିଲ୍ଲାପରିଷଦ ଓ ସହକାରୀ ଉପନିବନ୍ଧକ ମଣ୍ଡି ଉଦଘାଟନ କରିଥିଲେ । କୋଭିଡ଼ ନିୟମ ଅନୁସାରେ ଚାଷୀମାନଙ୍କଠାରୁ ଧାନ କିଣାଯାଥିଲା । ସମବାୟ ସମିତି ପୂର୍ବତନ ସଭାପତି ଓ ଭାରପ୍ରାପ୍ତ ସହ ସମ୍ପାଦକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼