Masthead

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମକରଣ ଉତ୍ସବ

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ନାମିତ

ବାରିପଦା(ବଡ଼ ଖବର ବ୍ୟୁରୋ): ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରଜା ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ନାମିତ କରାଯାଇଛି ।ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ଏହା ସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରୀର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ।

ସୂଚନାଯୋଗ୍ୟ ଯେ ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି ଏବଂ ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ୧୫୦ ତମ ଜୟନ୍ତୀ ପାଳନ ଅବସରରେ ଏହି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି