Masthead

ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଏସଓପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟ ସରକାର ଜାରି କଲେ ଏସଓପି । ଭୁବନେଶ୍ୱର ବିମାନ ବନ୍ଦରରେ କାର୍ଯ୍ୟକାରୀ ହେବ ଏହି ନୂଆ ଏସଓପି । କୋଭିଡ ଲକ୍ଷଣ ଥିବା ୫୫ ବର୍ଷରୁ ଉଦ୍ଧ୍ୱର୍ ସମସ୍ତ ଯାତ୍ରୀଙ୍କ ଆଣ୍ଟିଜେନ୍ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଭୁବନେଶ୍ୱର ବିମାନ ବନ୍ଦର କାର୍ଯ୍ୟକାରୀ ନିର୍ଦ୍ଦେଶକ ଗୌତମ ରାୟ ଏଭଳି ସୂଚନା ଦେଇଛନ୍ତି । ବିଦେଶ ଫେରନ୍ତା ଯାତ୍ରୀଙ୍କ ସମ୍ପର୍କରେ ସୂଚନା ପାଇଁ ସମସ୍ତ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ ବିମାନବନ୍ଦର ନିର୍ଦ୍ଦେଶକ ଦେଇଛନ୍ତି ନିର୍ଦ୍ଦେଶ । ବିମାନ ବନ୍ଦର ଟର୍ମିନାଲ ପରିସରରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର କିଓସ୍କରେ ଯାତ୍ରୀଙ୍କୁ ଯାଞ୍ଚ କରାଯିବ । ବର୍ତ୍ତମାନ ଭୁବନେଶ୍ୱରକୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି । ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ ଟି ବିମାନ ଭୁବନେଶ୍ୱରରୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ