Masthead

ଡରାଉଛି ଭୂତାଣୁର ନୂଆ ରୂପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡରାଉଛି କରୋନା ଭୂତାଣୁ ବା ସାର୍ସ କୋଭ-୨ର ନୂଆ ଷ୍ଟ୍ରେନ୍ । ବ୍ରିଟେନରୁ ଆରମ୍ଭ ହୋଇଥିବା ଏହି ନୂଆ ସଂକ୍ରମଣ ଏବେ ଧୀରେ ଧୀରେ ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି । ଭାରତରେ ନୂଆ ଷ୍ଟ୍ରେନ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କରୋନା ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ସରକାର ସତର୍କ ହେବା ଆରମ୍ଭ କରିଛନ୍ତି ।

ପୂର୍ବରୁ ମହାରାଷ୍ଟ୍ରରେ ରାତି ୧୧ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଜାରି କରିଥିବା ବେଳେ ଏବେ କର୍ଣ୍ଣାଟକ ସରକାର ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି । ଏହି ନିୟମ ଜାନୁଆରୀ ୨ ତାରିଖ ପର୍ଯ୍ୟନ୍ତ ଲାଗୁ ହେବ । ଏହା ସହ ରାଜ୍ୟକୁ ଆସୁଥିବା ସମସ୍ତ ଅର୍ନ୍ତଜାତୀୟ ଯାତ୍ରୀଙ୍କୁ ଏକ କୋଭିଡ-୧୯ର ନେଗେଟିଭ୍ ରିପୋର୍ଟ ନେଇ ଆସିବାକୁ ପଡିବ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା