ଚଳନ୍ତା ଟ୍ରକରେ ନିଆଁ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କମିରା ଠାରେ ଏକ ଚାଉଳ ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର । ବିନିକା ବ୍ଲକ ଯାମପାଲି ଉମାବିଷ୍ଣୁ ରାଇସମିଲ୍ରୁ ଡୁଙ୍ଗୁରିପାଲି ଏଫସିଆଇ ଗୋଦାମକୁ ୨୯୦ ପ୍ୟାକେଟ୍ ଚାଉଳ ନେି ଯାଉଥିବା ବେଳେ ଟ୍ରକ୍ର ଆଗ ପଟରେ ହଠାତ୍ ନିଆଁ ଲାଗିଯାଇଥିଲା । ଏହି ନିଆଁରେ ଟ୍ରକ୍ର ଆଗପଟ ସମ୍ପୂର୍ଣ୍ଣଭାବେ ପୋଡ଼ି ନଷ୍ଟ ହୋଇଯାଇଛି । ଟ୍ରକ୍ରେ ନିଆଁ ସର୍ଟସର୍କିଟ୍ ପାଇଁ ଲାଗିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବିନିକା ଓ ରାମପୁର ଅଗ୍ନିଶମ ବାହୀନି ପହଂଚି ନିଆଁକୁ ଆୟତ କରିଥିଲେ । ପରେ ଟ୍ରକ୍ର ଆଗ ପଟ ସମ୍ପୂର୍ଣ୍ଣ ଭାବେ ପୋଡ଼ି ଯାଇଥିଲା । ଟ୍ରକ୍ରେ ଥିବା ଚାଉଳ ପ୍ୟାକେଟ୍ ନଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!