Masthead

ଜଟଣୀବାସୀଙ୍କ ଲାଗି ଖୁସି ଖବର

ଜଟଣୀ (ବଡ଼ ଖବର ବ୍ୟୁରୋ): ନୂଆ ବର୍ଷରେ ଜଟଣୀ ଟାଉନ୍ ଖାସ ମହଲରେ ବସବାସ କରୁଥିବା ଲୋକଙ୍କୁୂ ଭେଟି ଦେବେ ଜଟଣୀ ତହସିଲଦାର ତପନ କୁମାର ମହାପାତ୍ର ।ଦୀର୍ଘ ବର୍ଷଧରି ପଡ଼ି ରହିଥିବା କାର୍ଯ୍ୟକୁ ହାତକୁ ନେଇଛନ୍ତି ତହସିଲଦାର । ଜଟଣୀ ଟାଉନ୍ ଖାସ ମହଲ ଅଂଚଳରେ ପ୍ରାୟ ୧୫୦୦ରୁ ଉଦ୍ଧ୍ୱର୍ ପରିବାର ବସବାସ କରୁଛନ୍ତି । ପ୍ରାୟ ୫୦ ହେବ ଏହି ସବୁ ଅଂଚଳ ଲିଜ ସରିଯାଇଥିବାରୁ ଲୋକେ ବହୁ ହଇରାଣର ସମ୍ମୁଖୀନ ହେଉଛନ୍ତି । ନିଜ ପିଲାଙ୍କ ପାଠ ପଢ଼ିବା ପାଇଁ ବାସିନ୍ଦା ପ୍ରମାଣ ପତ୍ର, ଘର କରିବା ପାଇଁ ବ୍ୟାଙ୍କ ଋଣ ଇତ୍ୟାଦି ସୁବିଧା ଲୋକମାନେ ପାଇବାରୁ ବଂଚିତ ହେଉଛନ୍ତି । ଏପରିକି ଉକ୍ତ ମୌଜା ବିକ୍ରୟ କବଲା ମଧ୍ୟ ସମ୍ପାଦନ ହେଉନାହିଁ । ଯାହାଦ୍ୱାରା ଲୋକମାନେ ନାହିଁ ନ ଥିବା ହଇରାଣର ସମ୍ମୁଖୀନ୍ନ ହେଉଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା