Masthead

ଦହି ଖାଇ ୩୦ଜଣ ଅସୁସ୍ଥ

କୁଚିଣ୍ଡା (ବଡ଼ ଖବର ବ୍ୟୁରୋ): ବୁଲା ବିକାଳିଙ୍କଠାରୁ ଦହି ଖାଇ ୩୦ ଅସୁସ୍ଥ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ସାଲଭାଡି ପଞ୍ଚାୟତର ଲୁଙ୍ଗଡିଡିହି ଓ ବେନିଆପୋଷି ଗାଁର ଲୋକମାନେ ଜଣେ ବୁଲା ବେପାରୀଙ୍କଠାରୁ ଦହି କିଣି ଖାଇଥିଲେ । ଏହି ଦହି ଖାଇବା ପରେ ୩୦ରୁ ଉଦ୍ଧ୍ୱ ଲୋକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ କୁନ୍ତରା ଡାକ୍ତରଖାନା ଓ କୁଚିଣ୍ଡା ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ