Masthead

ବିଜେଡି ପ୍ରାର୍ଥୀ ବିଜୟୀ

ସାଲେପୁର(ବଡ଼ ଖବର ବ୍ୟୁରୋ): ଜିଲ୍ଲାପରିଷଦ ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ବିଜୟୀ । କଟକ ସଦର ନିର୍ବାଚନ ମଣ୍ଡଳୀର କିଶନନଗର ୭ ନମ୍ବର ଜିଲ୍ଲା ପରିଷଦରେ ବିଜେଡ଼ି ପ୍ରାର୍ଥୀ ବିଳାସ ମଲ୍ଲିକ ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ତଥା ବିଜେପି ପ୍ରାର୍ଥୀ ନାରାୟଣ ମଲ୍ଲିକଙ୍କୁ ୯ ହଜାର ୨୨୧ ଭୋଟରେ ପରାସ୍ତ କରିଛନ୍ତି । ବିଳାସ ୧୩ ହଜାର ୪୨୫ ଭୋଟ ପାିତିବା ବେଳେ ନାରାୟଣ ୪ହଜାର ୪୦୨ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ନାରାୟଣ ମଲ୍ଲିକ ୭୫୧, କମ୍ୟୁନିଷ୍ଟ ପ୍ରାର୍ଥୀ ଭାଗିରଥୀ ଭୋଇ ୪୯୯ ଭୋଟ ପାଇଛନ୍ତି । ମୋଟ ୩୬ ହଜାର ୮୮୯ ଭୋଟରଙ୍କ ମଧ୍ୟରୁ ୧୯ ହଜାର ୩୫୭ ଜଣ ଭୋଟ ଦେଇଥିଲେ । ୪୭୮ ଭୋଟ ନାକଚ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା