Masthead

ନକ୍ସଲଙ୍କ ବର୍ବର କାଣ୍ଡ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଆଜି ପୁଣି ନକ୍ସଲମାନେ ମାଲକାନଗିରିର ସ୍ୱାଭିମାନ ଅଞ୍ଚଳ  ନିକଟରେ ଜଣଙ୍କର ମୁଣ୍ଡକାଟି ହତ୍ୟା କରିଛନ୍ତି । ମୃତ ବ୍ୟକ୍ତି ହେଉଛନ୍ତି ଆନ୍ଧ୍ରପ୍ରଦେଶ ବିଶାଖାପାଟନାମ ଜିଲ୍ଲା ଚିନ୍ତାଗୁରୁ ଗାଁର ଶତୀଶ ବାବୁ । ପୋଲିସ ଇନଫରମର ସନ୍ଦେହରେ ଶତୀଶଙ୍କୁ କୋରୁକୋଣ୍ଡାଦଳମ୍ ମାଓବାଦୀମାନେ ହତ୍ୟା କରିଛନ୍ତି । ଶତୀଶଙ୍କୁ ବୁଧବାର ୨୦ରୁ ଉର୍ଦ୍ଧ ମାଓବାଦୀ ଡ଼ାକିନେଇଥିଲେ । ଚିନ୍ତାଗୁରୁ ଗାଁ ମୁଣ୍ଡରେ ତାଙ୍କ ଦୁଇ ହାତକୁ ବାନ୍ଧି ମୁଣ୍ଡ କାଟିଦେଇଥିଲେ । ଘଟଣା ସ୍ଥଳରେ ମାଓବାଦୀମାନେ ଛାଡ଼ିଯାଇଛନ୍ତି ଏକ ଚିଠି । ଶତୀଶ ପୋଲିସ ଇନଫରମର ଓ ଗଞ୍ଜେଇ ବ୍ୟବସାୟୀ । ଆଦିବାସୀମାନଙ୍କୁ ସେ ହଇରାଣ କରୁଥିବାରୁ ହତ୍ୟା କଲୁ ବୋଲି ମାଓବାଦୀମାନେ ଚିଠିରେ ଉଲ୍ଲେଖ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ