Masthead

ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ

ବାଣପୁର(ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଦକ୍ଷେଶ୍ୱର ମନ୍ଦିରରୁ ୨୨ଟି ମୂଲ୍ୟବାନ୍ ମୂର୍ତ୍ତି ଚୋରିକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି । ଚୋରିକୁ ୨୪ଘଣ୍ଟା ବିତ୍ତିଯାଇଥିଲେ ମଧ୍ୟ ଦୁର୍ବୁତଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇନାହିଁ । ଏହାର ପ୍ରତିବାଦରେ ମନ୍ଦିର ସାମ୍ନାରେ ବିଜେପି ପକ୍ଷରୁ ଗୃହମନ୍ତ୍ରୀ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲା ବିଜେପି ସମ୍ପାଦକ ବିଦ୍ୱୁତ କୁମାର କାଣ୍ଡିଙ୍କ ନେତୃତ୍ୱରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ବିକ୍ଷୋଭରେ ଭଗବାନ ପ୍ରଧାନ, ଶ୍ୟାମସୁନ୍ଦର ପ୍ରଧାନ, ଶଙ୍କର ସାହୁଙ୍କ ସମେତ ବିଜେପି କର୍ମୀମାନେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ