Masthead

କିନ୍ନର ପାଳିଲେ ସୁଦଶା ବ୍ରତ

କୁଚିଣ୍ଡା(ବଡ଼ ଖବର ବ୍ୟୁରୋ): କିନ୍ନରମାନେ ପାଳିଲେ ସୁଦଶା ବ୍ରତ । ପରିବାରର ସୁଖ ମନାସୀ କୁଚିଣ୍ଡା ଜଗନ୍ନାଥ ମନ୍ଦିରରେ ସୁଦଶା ବ୍ରତ ପାଳନ କରିଛନ୍ତି କିନ୍ନରମାନେ । ଆଜି ହେଉଛି ମାର୍ଗଶିର ମାସର ଶେଷ ଗୁରୁବାର ମାଣବସା ସହିତ ସୁଦଶା ବ୍ରତ । ଘରେ ଲକ୍ଷ୍ମୀ ପୂଜା କରିବା ସହିତ ମନ୍ଦିରରେ ପୂଜାର୍ଚ୍ଚନ କରି ବ୍ରତ ଧାରଣ କରିଥିଲେ । ଏହି ବ୍ରତ ସେ ତାଙ୍କ ଗୁରୁଙ୍କ ପାଇଁ ରଖିଛନ୍ତି ବୋଲି କିହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ