Masthead

ରେକର୍ଡ ଭାଙ୍ଗିଲା ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବ ବର୍ଷର ସମସ୍ତ ରେକର୍ଡ଼ ଭାଙ୍ଗିଛି ଏବର୍ଷ ଶୀତ । ୧୦ ଡିଗ୍ରୀ ତଳେ ୧୧ ଟି ସହର । ସବୁଠାରୁ ଥଣ୍ଡା ସହର ଫୁଲବାଣୀ । ଫୁଲବାଣୀର ତାପାମାତ୍ରା ୪.୫ ଡିଗ୍ରୀ । ସେହିପରି ଅନୁଗୁଳ ୬ ଡିଗ୍ରୀ, ଦାରିଙ୍ଗବାଡି ୮ ଡିଗ୍ରୀ, କଟକ ୧୨ ଡିଗ୍ରୀ ଏବଂ ଭୁବନେଶ୍ୱରରେ ୧୩.୮ ଡିଗ୍ରୀ ତାପମାତ୍ରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା