Masthead

ରୋଗୀଙ୍କୁ ମିଳିଲା ମାଗଣା ଚିକିତ୍ସା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ୧୦୮ ରୋଗୀଙ୍କୁ ମିଳିଲା ମାଗଣା ଚିକିତ୍ସା ସୁବିଧା । ଯୁଯୁମରା ବ୍ଲକ ଛାମୁଣ୍ଡା ପଂଚାୟତ ନୂଆ ଅଢାପରା ଅଙ୍ଗନୱାଡି କେନ୍ଦ୍ରରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି । ୧୦୮ ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣା ଔଷଧ ପ୍ରଦାନ କରାଯାଇଛି । ମହାନଦୀ କୋଲ୍ଡ ଫିଲ୍ଡ ସହାୟତାରେ ଅନୁଷ୍ଠିତ ଶିବିରକୁ ବାଏଫର ପ୍ରୋଜେକ୍ଟ ଅଫିସର ପ୍ରବେଶ ଶ୍ରୀବାସ୍ତବ ପରିଚାଳନା କରିଥିଲେ । ଡାକ୍ତର ରାଜାରାମ ଷଡଙ୍ଗୀ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ସୁମନ୍ତ କର୍ଣ୍ଣ, ପ୍ରଭାତି ନାଏକ ସହଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ