Masthead

ନିର୍ମାଣ ହେବ ୬୦ ଫୁଟ୍ ଉଚ୍ଚର ଶିବମୂର୍ତ୍ତି

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ନିର୍ମାଣ ହେବ ୬୦ ଫୁଟ ଉଚ୍ଚର ଶିବ ମୂର୍ତ୍ତି । ଇତିହାସର ମୁକ ସାକ୍ଷୀ ହେବ ବାବା ପଶ୍ଚିମା ଶମ୍ଭୁଙ୍କ ୬୦ ଫୁଟ ଉଚର ପଥଧର ମୂର୍ତ୍ତି । ଖୋର୍ଦ୍ଧା ଜିଲ୍ଲା ହରିରାଜପୁର ମେଲଣ ସହିତ ଯେଡ଼ି ହେବାକୁ ଯାଉଛି ଆଉ ଏକ ନୂଆ ଫର୍ଦ୍ଦ । ଯାହାର ମେଳନ ପଡ଼ିଆରେ ଭୂମିପୂଜା କରାଯାଇଛି । ଏହି ମୂର୍ତ୍ତି ନିର୍ମାଣ ପାଇଁ ଖର୍ଚ୍ଚ ହେବ ୩ କୋଟି ଟଙ୍କ । ଆସନ୍ତା ୨ବର୍ଷ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼