Masthead

ଫାଶୀ ଦଣ୍ଡାଦେଶ ଖାରଜ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଫାଶୀ ଦଣ୍ଡାଦେଶକୁ ଖାରଜ କଲେ ହାଇକୋର୍ଟ । ଅନୁଗୁଳ ଜିଲ୍ଲା ଲାଙ୍ଗୁଳା ଗାଁରେ ୨୦୧୯ରେ ହୋଇଥିବା ନାବାଳିକା ହତ୍ୟା ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତର ଫାଶୀଦଣ୍ଡାଦେଶକୁ ଖାରଜ କରିଛନ୍ତି ହାଇକୋର୍ଟ । ଅନୁଗୁଳ ପୋସ୍କୋ କୋର୍ଟ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ । ମାମଲାର ପୁନଃ ଶୁଣାଣୀ ପାଇଁ ପୋସ୍କୋ କୋର୍ଟକୁ ନିର୍ଦ୍ଦୋଷ ଦେଇଥିଲେ ହାଇକୋର୍ଟ । ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରି ଅଭିଯୁକ୍ତ ସିନିବାସ ଦେହୁରି ଫେରାର ହୋଇଯାଇଥିଲା । ପୋଲିସ ତାଙ୍କୁ ଅନୁଗୁଳରୁ ଗିରଫ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା