Masthead

କୋଭିଡ ସଚେତନତା ରଥର ଶୁଭାରମ୍ଭ

ଯାଜପୁର(ବଡ଼ ଖବର ବ୍ୟୁରୋ): କୋଭିଡ ସଚେତନତା ରଥକୁ ଯାଜପୁର ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଇନ୍ଦମଣି ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ୟୁନିସେଫ ଓଡିଶା ଶାଖା ସହାୟତାରେ ଏହି ରଥ ଯାଜପୁର ଜିଲ୍ଲାର ୧୦ଟି ବ୍ଲକ ଓ ୨ଟି ମୁନିସିପାଲିଟି ଅଂଚଳ ପରିକ୍ରମା କରି ବାଣ୍ଟିବ ସଚେତନତା ବାର୍ତ୍ତା । କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, ଜିଲ୍ଲା ପଂଚାୟତ ଅଧିକାରୀ ଅଶୋକ ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଫକୀର ମୋହନ ଟୁବୁଙ୍କ ସହ କଳାକାରମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ