Masthead

ଧରାପୃଷ୍ଠରେ ଯୀଶୁ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଧରାପୃଷ୍ଠରେ ଅବତରଣ କରିଛନ୍ତି ଯୀଶୁ । ଚର୍ଚ୍ଚଗୁଡିକ ଉତ୍ସବ ମୁଖର । ଆଜିର ଦିନରେ ମା’ ମେରୀଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ଯୀଶୁ । ସମଗ୍ର ବିଶ୍ୱ ଯୀଶୁଙ୍କ ଜନ୍ମଦିନକୁ ବଡଦିନ ଭାବେ ପାଳନ କରୁଛି । ଏହି ଅବସରରେ ଖ୍ରୀଷ୍ଟିଆନ ଧର୍ମାବଲମ୍ବୀମାନେ ବ୍ରହ୍ମପୁର ସହରର ସମସ୍ତ ଚର୍ଚ୍ଚରେ ବଡ଼ ଦିନ ପାଳନ କରିଛନ୍ତି । କୋଭିଡ କଟକଣା ମଧ୍ୟରେ ଚର୍ଚ୍ଚଗୁଡିକରେ କମ ସଂଖ୍ୟକ ଭକ୍ତ ରହି ପ୍ରାର୍ଥନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ