Masthead

ଜଳିଗଲା ଟାୟାର ଗୋଦାମ

ରାଉରକେଲା(ବଡ଼ ଖବର ବ୍ୟୁରୋ): ଟାୟାର ଗୋଦାମରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ।ରାଉରକେଲା ସେକ୍ଟର ୨୧ ରହମତନଗର ବସ୍ତିରେ ୨ ଟି ଟାୟାର ଗୋଦାମରେ ଅଗ୍ନିକାଣ୍ଡ ଘଟି ଲକ୍ଷ ଲକ୍ଷ ଲୋକଙ୍କ ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଏବଂ ପ୍ଲାଣ୍ଟସାଇଟ ପୋଲିସର ଠିକ୍ ସମୟରେ କାର୍ଯ୍ୟାନୁଷ୍ଠାନ ଯୋଗୁଁ ବସ୍ତିର ପ୍ରାୟ ୩୦୦ ଘର ରକ୍ଷା ପାଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ