Masthead

ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ମହା ଘୋଟାଲା

ସାହାରପଡା(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ମହା ଘୋଟାଲା ହୋଇଛି । କାମ ସରୁସରୁ ରାସ୍ତାରୁ ଉଠିଲା ପିଚୁ । ଦଶଦିନ ହୋଇନି ରାସ୍ତାରୁ ଉଠିଲା ପିଚୁ । କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ନୂଆଗାଁ ବୁଧୁସାହି ରାସ୍ତାକୁ ନେଇ ଉଠିଛି ଏହି ବିବାଦ । ଲୋକଙ୍କ ଅଭିଯୋଗ ହରିଡାଗୋଠରୁ ନୂଆଗାଁ ବୁଧୁସାହି ଦେଇ ଯାଇଥିବା ରାସ୍ତା ନିର୍ମାଣ କାମ ଅତି ନିମ୍ନମାନର ହୋଇଛି । ୭୫ ଲକ୍ଷ ୮୨ ହଜାର ଟଙ୍କାରରେ ନିର୍ମିତ ହୋଇଛି ଦେଢ କିଲୋମିଟର ରାସ୍ତା । ବିଭାଗୀୟ ଅଧିକାରୀ ଓ ଠିକାଦାର ଏହି ଯୋଜନାରୁ ଫାଇଦା ଉଠାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ