Masthead

ପୁଣି ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା(ବଡ଼ ଖବର ବ୍ୟୁରୋ): ଚିତ୍ରକୋଣ୍ଡା ପୋଲିସକୁ ମିଳିଛି ବଡ ସଫଳତା । ପୋଲିସ ପାଟ୍ରେଲିଂ ବେଳେ ଗଞ୍ଜେଇ ବୋଝେଇ ପିକଅପ ଭ୍ୟାନ ଜବତ କରିଛି । ଖବର ପାଇ ପୋଲିସ ପହଁଚି ଚଢାଉ କରିଥିଲା । ଗଞ୍ଜେଇ ବୋଝେଇ ଗାଡି ଗୁଣ୍ଠାବେଡାରୁ ବିହାର ଯାଉଥିଲା । ଗଞ୍ଜେଇ ଚୋରାଚାଲାଣ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠୁ ୧ ଲକ୍ଷ ୨ହଜାର ୮ଶହ ଟଙ୍କା ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ