Masthead

ବିଜେଡିର ନୂଆ ମୁଖପାତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଦଳର ନୂଆ ମୁଖପାତ୍ରଙ୍କ ନାମ ଘୋଷଣା କରିଛନ୍ତି ।
ପ୍ରସନ୍ନ ଆଚାର୍ଯ୍ୟ, ପିନାକି ମିଶ୍ର, ଡଃ ଅଚ୍ୟୁତ ସାମନ୍ତ, ଡଃ ଅମର ପଟ୍ଟନାୟକ (ଅର୍ଥ ନୈତିକ ପ୍ରସଙ୍ଗ ଏବଂ ବୈଦେଶିକ ବ୍ୟାପାର), ଡଃ ସସ୍ମିତ ପାତ୍ର, ଶର୍ମିଷ୍ଠା ସେଠୀଙ୍କୁ ଜାତୀୟ ମୁଖପାତ୍ର ଦାୟିତ୍ୱ ଦିଆଯାଇଛି ।

ରାଜ୍ୟ ସ୍ତରରେ ପ୍ରତାପ କେଶରୀ ଦେବ, ଚନ୍ଦ୍ରଶେଖର ସାହୁ, ରମେଶ ଚନ୍ଦ୍ର ମାଝୀ, ସ୍ନେହାଙ୍ଗିନି ଛୁରିଆ,. ବ୍ୟୋମକେଶ ରାୟ, ରାସେଶ୍ୱରୀ ପାଣିଗ୍ରାହୀ, କସ୍ତୁରୀ ମହାପାତ୍ର, ଅନୁଭବ ପଟ୍ଟନାୟକ, ଲୋପାମୁଦ୍ରା ବକ୍ସିପାତ୍ର, ଲେନିନ୍ ମହାନ୍ତ. ସଞ୍ଜୟ ବାବୋ, ସୁଲତା ଦେଓ, ଶ୍ରୀମୟୀ ସ୍ୱେତା ସ୍ନିଗ୍ଧା ମିଶ୍ର, ଚିନ୍ମୟ ସାହୁ, ଏଲିନା ଦାଶ ଓ ଡ। ହରିଶ ଚୌଧୁରୀ ।

ସେହିପରି ପ୍ୟାନେଲିଷ୍ଟ:ଭାବେ ଚନ୍ଦ୍ରାଣି ମୁର୍ମୁ, ପ୍ରିୟବ୍ରତ ମାଝୀ, ଚକ୍ରଧର ଦାଶ, ଓମ୍ ପ୍ରକାଶ ସାହୁ, ମଧୁସ୍ମିତା ନାୟକ, ଇପ୍ସିତା ସାହ. ଜ୍ୟୋତ୍ସନାମୟୀ ପରିଡ଼ା, ସୋଫିଆ ଆଲା. ତୁମ୍ବନାଥ ପଣ୍ଡା, ପ୍ରଶାନ୍ତ କୁମାର ସାହୁ, ଅମିତ ମଲ୍ଲିକ, ଛବି ମହାଲୀ, ମୀନାକ୍ଷୀ ମିଶ୍ର ଓ ସ୍ମୃତି ନନ୍ଦଙ୍କୁ ନିଯୁକ୍ତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି