Masthead

ପାଲଲହଡା ବିଜେପି ମଣ୍ଡଳ ପକ୍ଷରୁ ପ୍ରତୀକ୍ଷା ଶିବିର ପାଳିତ

ପାଲଲହଡା(ବଡ଼ ଖବର ବ୍ୟୁରୋ): ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଦିନ ।ଏହି ଅବସରରେ ଅନୁଗୋଳ ଜିଲ୍ଲା ପାଲଲହଡା ବିଜେପି ମଣ୍ଡଳ ପକ୍ଷରୁ ପ୍ରତୀକ୍ଷା ଶିବିର ପାଳିତ ହୋଇଯାଇଛି । ମେଡିକାଲରେ ରୋଗୀଙ୍କୁ ଫଳ,କ୍ଷୀର ବଂଟନ କରାଯାଇଛି । ମଣ୍ଡଳ ସଭାପତି ପଞ୍ଚାନନ ସାହୁଙ୍କ ଅଧକ୍ଷତାରେ ବରିଷ୍ଠ ବିଜେପି ନେତା ଅଶୋକ ମହାନ୍ତି ଓ ବିଭିନ୍ନ କର୍ମକ କର୍ତ୍ତାଙ୍କୁ ନେଇ ପାଳନ ହୋଇଛି ଏହି ଶିବିର । ଏଥିରେ ବିଜେପିର ବିଭିନ୍ନ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଆଲୋକପାତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ