Masthead

ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ଦିନକୁ ଦିନ ପାରଦ ଖସିବା ସହିତ ବଢୁଛି ଜାଡ । ୮ଟି ସହରର ତାପାମାତ୍ରା ୧୦ ଡିଗ୍ରୀ ଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପାମାତ୍ରା ରେକର୍ଡ କରାଯାଇଛି । ଆହୁରୀ ୪ ଦିନ ଶୀତର ଲହରୀ ଜାରୀ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଚଳିତବର୍ଷର ଶୀତ ରେକର୍ଡ ଭାଙ୍ଗିଛି ।

କନ୍ଧମାଳ, କୋରାପୁଟ, ସୁବଣ୍ଣପୁର, ଫୁଲବାଣୀରେ ତାପାମାତ୍ରା ଅଧିକ ଥିବା ବେଳେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇଛନ୍ତି । ଶୀତର ପ୍ରଭାବ ଏତେ ଅଧିକ ରହିଛି ଯେ ଲୋକମାନେ ସକାଳୁ ମଣ୍ଣିଂଓାର୍କ ରେ ମଧ୍ୟ ବାହାରୁ ନାହାନ୍ତି । ବିଭିନ୍ନ ସ୍ଥାନରେ ଲୋକମାନେ ନିଆଁର ସାହାରା ନେଉଥିବା ମଧ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା