Masthead

ବ୍ରିଟେନ ଫେରନ୍ତାକୁ ନେଇ ଓଡିଶାରେ କୋକୁଆ ଭୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ରିଟେନ ଫେରନ୍ତାକୁ ନେଇ ଓଡିଶାରେ ଭୟ । ଖାସ କରି ରାଜଧାନୀରେ ଏହି ଭୟ ବେଶୀ ଦେଖିବାକୁ ମିଳୁଛି । ବ୍ରିଟେନରୁ ଓଡିଶାକୁ ବାହୁଡିଛନ୍ତି ୬୧ ଜଣ । ସେମାନଙ୍କ ଭିତରୁ ଦୁଇ ଜଣ ପଜେଟିଭ ଚିହ୍ନଟ ହୋଇସାରିଛନ୍ତି । ସବୁଠାରୁ ବଡ କଥା ଦୁଇ ଜଣଙ୍କ ଭିତରେ ଜଣେ ଶିଶୁ ଥିବା ବିଏମସି ପକ୍ଷରୁ ସୂଚନା ରହିଛି । ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରୁଛି ସ୍ୱାସ୍ଥ୍ୟ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି