Masthead

କାରାଗାର ପରିଦର୍ଶନ

ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କାରାଗାର ପରିଦର୍ଶନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ । କଟକ ଜିଲ୍ଲା ଚୌଦ୍ୱାର ମଣ୍ଡଳ କାରାଗାର ପରିଦର୍ଶନ ପାଇଁ ପହଞ୍ଚିଛନ୍ତି ଡ଼ିଜି ପ୍ରିଜନ୍ସ ସନ୍ତୋଷ କୁମାର ଉପାଧାୟ । ୧କୋଟି ୨୬ଲକ୍ଷ ଉର୍ଦ୍ଧଟଙ୍କା ବ୍ୟୟ ବିଶିଷ୍ଟ ଏକ ସାଇକ୍ରେଟିକ୍ସ ମେଡ଼ିକାଲ ଉଦଘାଟନ କରିଥିଲେ । କରାଗାର ପରିସରରେ ସୁରକ୍ଷାକର୍ମୀ ଦ୍ୱାରା ମକଡ଼୍ରିଲ ମାଧ୍ୟମରେ ସ୍ୱାଗତ କରାଯାଇଥିଲା ।

ଅନ୍ତେବାସୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରି ସାଧାରଣ ଲୋକଙ୍କୁ ଯୋଗାଇବା, ପ୍ରକଳ୍ପ ଉଦଘାଟନ କରାଯାଇଛି । କାରାଗାର ମଧ୍ୟରେ ଇ-ମୁଲାକାତ ମାଧ୍ୟମରେ ଦେଖାକରୁଥିବା ଅନ୍ତେବାସୀଙ୍କ ପାଇଁ ସାକ୍ଷାତ କରାଯିବା ବ୍ୟବସ୍ଥା କରାଯିବ ବୋଲି ଡ଼ିଜି ପ୍ରିଜନ୍ସ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼