Masthead

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଖୋଲିଲା ଦେଉଳ

ବାରିପଦା(ବଡ଼ ଖବର ବ୍ୟୁରୋ): ୯ମାସ ପରେ ଖୋଲିଛି ବାରିପଦା ଜଗନ୍ନାଥମନ୍ଦିର । ଭକ୍ତଙ୍କ ପାଇଁ ଖୋଲିଛି ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାର ହରିବଳଦେବଜିଉ ବଡଜଗନ୍ନାଥ ମନ୍ଦିର । କରୋନା କଟକଣା ଭିତରେ ଖୋଲିଛି ମନ୍ଦିର । ମନ୍ଦିର ଖୋଲିବା ନେଇ ରାଜ୍ୟ ସେବାୟତ ସଂଘର ସଭାପତି କାମେଶ୍ୱର ତ୍ରିପାଠୀ ଦାବି କରି ଆସୁଥିଲେ । ଜାନୁଆରୀ ୩ରୁ ସର୍ବସାଧାରଣ ପ୍ରଭୁଙ୍କ ଦର୍ଶନ ପାଇପାରିବେ ବୋଲି କାମେଶ୍ୱର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ