Masthead

ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଅନୁଗୁଳ ନାଲକୋ ଆସ ପଣ୍ଡ ନିକଟରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ । ବଳରାମ ପ୍ରସାଦ ପଂଚାୟତ କେନ୍ଦୁପଟଣା ସାହିର ସୁଧୀର କୁମାର ବେହେରାଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତଆକ୍ରମଣ କରିଥିଲେ । ନାଲକୋ ପାଉଁଶ ପୋଖରୀକୁ ଗାଈ ଖୋଜିବାକୁ ଯାଇଥିବାବେଳେ ଦୁର୍ବୃତ୍ତ ଜଣକ ଗୋଡାଇ ଗୋଡାଇ ମାରଣାସ୍ତ୍ରରେ ସୁଧୀରଙ୍କୁ ହାଣିଥିଲେ । ଫଳରେ ତାଙ୍କ ପିଠି ଓ ହାତରେ ଶକ୍ତ ଆଘାତ ଲାଗିଥିଲା । ଘଟଣାସ୍ଥଳରେ ବାଇକ ସହ କଟୁରୀ ପଡିଥିବା ସୂଚନା ପାଇ ନାଲକୋ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାୟଗଡା ବିଜେଡିରେ ଜଳଜଳ ଦିଶୁଛି ଗୋଷ୍ଠୀ କନ୍ଦଳ 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ରାୟଗଡା ବିଜେଡିରେ ଜଳଜଳ ଦିଶୁଛି ଗୋଷ୍ଠୀ କନ୍ଦଳ 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ