Masthead

ବିଚାରାଧୀନ କଏଦୀର ମୃତ୍ୟୁ

ମାଲକାନାଗିରି(ବଡ଼ ଖବର ବ୍ୟୁରୋ): ବିଚାରାଧୀନ କଏଦୀର ଗଳାକାଟି ହତ୍ୟା । ମାଲକାନାଗିରି ଜିଲ୍ଲାର ଉପ କରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ଗଳା କାଟି ହତ୍ୟା କରାଯାଇଛି । ସ୍ୱାଭିମାନ ଅଂଚଳ ଖଜୁରୀପଡା ଗ୍ରାମର ଧନୁ ଗୋଲରି ୨ ମାସ ପୂର୍ବରୁ ନକ୍ସଲ କେସରେ ଜେଲ ଯାଇଥିଲେ । ଜେଲ ଭିତରେ କେମିତି ଓ କିଏ କାହିଁକି ଧନୁ ଗୋଲରିଙ୍କୁ ହତ୍ୟା କରିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଜେଲ ଭିତରେ ଛୁରୀ କେମିତି ଆସିଲା ତଦନ୍ତ କରୁଛି ମାଲକାନାଗିରି ଆଦର୍ଶ ଥାନା ପୋଲିସ । ଗତ ମାସକ ଭିତରେ ମାଲକାନାଗିରି ଉପ କାରାଗାରରେ ତିନିଜଣ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?