Masthead

ଲାଗିଲା ମାଓ ପୋଷ୍ଟର

ତୁମୁଡିବନ୍ଧ(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ କୁର୍ତ୍ତମଗଡ ଗ୍ରାମ ଟୋଲଗେଟ ନିକଟରେ ଲାଗିଛି ମାଓ ପୋଷ୍ଟର । ବିପ୍ଲବୀ ଡେଙ୍ଗୁରୀ ହେଡିଙ୍ଗ ଲେଖା ଥାଇ କେକେବିଏନ ଡିଭିଜନାଲ କମିଟି ଦ୍ୱାରା ଲାଗାଯାଇଛି ପୋଷ୍ଟର । ଗଞ୍ଜେଇ ଗଛ କଟିବାକୁ ମନା କରାଯାଇଛି ପୋଷ୍ଟରରେ । ସିଆରପିଏଫ କ୍ୟାମ୍ପକୁ ବିରୋଧ କରାଯାଇଛି ପୋଷ୍ଟରରେ । ବର୍ତ୍ତମାନ ସୁଦ୍ଧା ତୁମୁଡିବନ୍ଧ ପୋଲିସ ଘଟଣାସ୍ଥଳରେ ପହଁଚି ନାହିଁ । ସ୍ଥାନୀୟ ଲୋକେ ଆତଙ୍କିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା