ପୋଡ଼ିଗଲା ରାସ୍ତାପାଖ ଗଛ

ଓଡଗାଁ (ବଡ଼ ଖବର ବ୍ୟୁରୋ): ଓଡଗାଁ ଆଦର୍ଶ ଥାନା ଓ ବନାଞ୍ଚଳ ଅନ୍ତର୍ଗତ ଭାଡ଼ିକିଲା-ମହୁଲିଆ ରାସ୍ତାରେ ଜଙ୍ଗଲ ବିଭାଗ ଦ୍ୱାରା ଲଗାଯାଇଥିବା ଗଛ ସହିତ ଅଟେଇ ପୋଡି ଦେଇଛନ୍ତି । କେତେକ ଯୁବକ ମଦ୍ୟପାନ କରୁଥିବା ବେଳେ କୌତୁହଳ ବଶତଃ ଗଛ ପାଖରେ ପାଳ ଏକାଠି କରି ସେଥିରେ ନିଆଁ ଲଗାଇଦେଇଥିଲେ । ପୋଲିସ ଓ ବନବିଭାଗ ପହଂଚିବାରୁ ଯୁବକମାନେ ଘଟଣାସ୍ଥଳରୁ ପଳାଇଥିଲେ । ପୋଲିସ ଓ ବନ ବିଭାଗ ସେମାନଙ୍କ ବାଇକ ଜବତ କରି ଯୁବକମାନଙ୍କ ସମ୍ପର୍କରେ ତଦନ୍ତ କରୁଥିବା ଆଇଆଇସି ପ୍ରଜ୍ଞାପାରମିତା ଜେନା ଓ ରେଞ୍ଜର ଅମ୍ରିତ କୁମାର ସାହୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!