Masthead

ଆଜି ବସିବ ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ଚଳିତ ବର୍ଷ ଶେଷ ରାଜ୍ୟ କ୍ୟାବିନେଟ ବୈଠକ । ସଂଧ୍ୟା ୫ଟା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୧୨ଟି ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି । ଏହା ମଧ୍ୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓ ମଧୁସୂଦନ ଦାସଙ୍କ ଭଳି ମହ।ପୁରୁଷଙ୍କ ଗ୍ରାମ ତଥା ଜନ୍ମସ୍ଥଳୀକୁ ଆଦର୍ଶ ଗ୍ରାମର ମାନ୍ୟତା ଦେବା ପାଇଁ ସରରକାରଙ୍କ ପ୍ରସ୍ତାବ ରହିଛି । ଏହା ସହିତ କୃଷି ବିପନ୍ନ ଅଧ୍ୟାଦେଶ ସାଙ୍ଗକୁ ଓ ସେମାନଙ୍କୁ ଅଧିକ ସୁବିଧା ସୁଯୋଗ ଦିଆଯାଇପାରେ । ସେମାନଙ୍କର କୃଡ଼ର ପୁର୍ନଗଠନ ସହ ତାଙ୍କୁ ଅଧିକ ପଦ ଦିଆଯିବ । ଏହି ଗୁରୁତ୍ୱପୁର୍ଣ୍ଣ ବୈଠକ ଲୋକସେବା ଭବନରେ ବସିବ । ଅନ୍ୟପଟେ ଉଚ୍ଚଶିକ୍ଷା ବିଭାଗ, ପୁର୍ତ୍ତବିଭାଗ, ଆଇନ ବିଭାଗର କେତେକ ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା