Masthead

ଖୋଲିଲା ଆଖଣ୍ଡଳମଣି ମନ୍ଦିର

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଦୀର୍ଘ ୯ମାସ ପରେ ଆଜି ଖୋଲିଛି ବାବା ଆଖଣ୍ଡଳମଣି ମନ୍ଦିର । ପ୍ରଥମ ୨ଦିନ ସେବାୟତଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ରହିଛି । ଡିସେମ୍ବର ୩୦ ଓ ୩୧ ସ୍ଥାନୀୟ ୪ଟି ପଂଚାୟତର ଲୋକେ ପର୍ଯ୍ୟାୟକ୍ରମେ ଦର୍ଶନ କରିବେ । ଏଥିପାଇଁ ଏସଓପି ଜାରି କରାଯାଇଛି । ଆରଡି, ନାନ୍ଦପୁର, ଓଲଗି ଓ ସୁନ୍ଦରପୁର ଲୋକଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ନିର୍ମାଣ କରାଯାଇଛି ।

ମନ୍ଦିରରେ ସ୍ଥାନୀୟ ଲୋକଙ୍କ ପ୍ରବେଶ ପାଇଁ ପରିଚୟପତ୍ର ସହ ମାକ୍ସ ବାଧ୍ୟତାମୂଳକ ରଖାଯାଇଛି । ତେବେ ଜାନୁଆରୀ ୧ ଓ ୨ ମନ୍ଦିର ବନ୍ଦ ରହିବ । ଜାନୁଆରୀ ୩ରେ ସର୍ବସାଧାରଣଙ୍କ ଦର୍ଶନ ପାଇଁ ସକାଳ ୭ରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମନ୍ଦିର ଖୋଲିବ । ମନ୍ଦିର ମଧ୍ୟକୁ ପୂଜାସାମଗ୍ରୀ ଓ ଦୀପ ନେବା ପାଇଁ ମନା କରାଯାଇଛି । ବ୍ୟାରିକେଡ୍ ଦେଇ ଯାଉଥିବା ଶ୍ରଦ୍ଧାଳୁଙ୍କର ଥର୍ମାଲ ସ୍କିନିଂ ସହିତ ସାନିଟାଇଜ କରାଯିବ । ୧୦ବର୍ଷରୁ କମ୍ ଓ ୬୫ବର୍ଷରୁ ଅଧିକ ବୟସ ବ୍ୟକ୍ତିଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ମନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ