Masthead

ଭଲିବଲ ଟୁର୍ଣ୍ଣାମେଣ୍ଟ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଦିବାରାତ୍ରୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ । ଯାଜପୁର ଜିଲ୍ଲା ସୁକିନ୍ଦା ମିନି ଖେଳପଡିଆରେ ଷଷ୍ଠ ବାର୍ଷିକ ଦିବାରାତ୍ରୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଛି । ମୁଖ୍ୟ ଅତିଥି ଭାବେ ସୁକିନ୍ଦା ରାଜା ଭୂଦେବ ଭୂପତି ହରିଚନ୍ଦ୍ର ମହାପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ ଖେଳକୁ ଉଦଘାଟନ କରିଥିଲେ । ସର୍ତ୍ତାର ମୋମରିଆର ପକ୍ଷରୁ ଅନୁଷ୍ଠିତ ଟୁର୍ନାମେଣ୍ଟରେ ସ୍ଥାନୀୟ ଅଂଚଳରୁ ୮ଟି ଦଳ ଭାଗ ନେଇ ନିଜର ଖେଳ ପ୍ରଦର୍ଶନ କରିଥିଲେ । ଶୀତୁଆ ସନ୍ଧ୍ୟାରେ ଭଲିବଲ ଖେଳର ମଜା ନେବାକୁ ସ୍ଥାନୀୟ ଲୋକଙ୍କ ଭିଡ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ