Masthead

ରାଷ୍ଟ୍ରୀୟ ସାଇକେଲ ଯାତ୍ରା

ପିପିଲି(ବଡ଼ ଖବର ବ୍ୟୁରୋ): ଭାରତୀୟ ଭାଷା ଅନ୍ଦୋଳନ ଦ୍ୱାରା ଏକ ରାଷ୍ଟ୍ରୀୟ ସାଇକେଲ ଯାତ୍ରା ଆୟୋଜନ କରାଯାଇଛି ।ଏହି ସାଇକେଲ ଯାତ୍ରା ପୁରୀ ଶ୍ରୀମନ୍ଦିର ସମ୍ମୁଖରୁ ଭୁବନେଶ୍ୱର ଅଭିମୁଖେ ବାହାରିଛି । ଆଶୁକବି ତଥା ପୂର୍ବତନ ସାଂସଦ ଡ଼ାକ୍ତର ପ୍ରସନ୍ନ ପାଟ୍ଟଶାଣୀ ଓ ପୁରୀ ବିଧାୟକ ଉପସ୍ଥିତ ରହି ଏହାର ଶୁଭାରମ୍ଭ କରିଥିଲେ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଓକିଲ ଅରୁଣ ଭରଦ୍ୱାଜଙ୍କ ନେତୃତ୍ୱରେ ଭାଷା ଆନ୍ଦୋଳନ ସମଗ୍ର ଦେଶରେ ଆୟୋଜିତ କରାଯାଇଛି । ଆଂଚଳିକ ଭାଷାରେ ସରକାରୀ ଦପ୍ତରରେ ଲେଖାପଢା ସହିତ ନ୍ୟାୟାଳୟରେ ଇଂରାଜୀ ପରିବର୍ତ୍ତେ ଆଂଚଳିକ ଭାଷାକୁ ଗୁରୁତ୍ୱ ଦେବା ଆନ୍ଦୋଳନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ ଡ଼ାକ୍ତର ପାଟ୍ଟଶାଣୀ କହିଛନ୍ତି । ଭାଷା ଅନ୍ଦୋଳନ ପିପିଲିରେ ପଂହଚି ଲୋକଙ୍କୁ ସଚେତନ କରାଇଥିଲେ । ପିପିଲି ସାମ୍ବାଦିକ ସଂଘ ଓ ପିପିଲି ମହିଳା ବିକାଶ ମଂଚ ପକ୍ଷରୁ ସାଇକେଲ ଅରୋହୀଙ୍କୁ ଫୁଲମାଳ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ