Masthead

ଅସୁସ୍ଥ ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ । ଆଜି କଂଗ୍ରେସର ରାଲି ବେଳେ ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ଖୋଲା ଜିପରେ ସେ ଓ ପିସିସି ସଭାପତି ତ୍ରିରଙ୍ଗା ରାଲିରେ ଯାତ୍ରା କରୁଥିଲେ । ସେହି ସମୟରେ ନରସିଂହ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ନରସିଂହ ଏବେ ସୁସ୍ଥ ଥିବା କହିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ନରସିଂହଙ୍କ ହାଇ ଡାଇବେଟିସ୍ ରହିଛି । ଆଜି ସକାଳୁ ସେ ଲମ୍ବା ଯାତ୍ରା କରି ବଲାଙ୍ଗିରରୁ ଭୁବନେଶ୍ୱର ଆସିଛନ୍ତି । ଏହା ସହ ଘଣ୍ଟାଏ ପାଖାପାଖି ରାଲିରେ ଖରାରେ ଛିଡ଼ା ହୋଇଛନ୍ତି । ସେଥିଲାଗି ସେ ଦୁର୍ବଳ ହୋଇପଡ଼ିଥିଲେ । ଏବେ କିନ୍ତୁ ସଂପୂର୍ଣ୍ଣ ଠିକ୍ ଥିବା ନିରଞ୍ଜନ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା