Masthead

ଅଳ୍ପକେ ବର୍ତ୍ତିଲେ ସହରବାସୀ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଭୟଙ୍କର ବିପତିରୁ ଅଳ୍ପକେ ବର୍ତ୍ତିଲା ସମ୍ବଲପୁର ସହର । ସହରର ମୁଦିପଡା ଛକରେ ପେଟ୍ରୋଲ ପମ୍ପରେ ଥିବା ତେଲ ଟ୍ୟାଙ୍କରକୁ ଅନଲୋଡ କରୁଥିବା ସମୟରେ କିଛି ଅସାମାଜିକ ବ୍ୟକ୍ତି ପହଁଚି ଟ୍ୟାଙ୍କର ଡ୍ରାଇଭରଙ୍କୁ ୫ ହଜାର ଟଙ୍କା ଦାଦାବଟି ମାଗିଥିଲେ । ଡ୍ରାଇଭର ନ ଦେବାରୁ ଅସାମାଜିକ ଯୁବକମାନେ ଟ୍ୟାଙ୍କର ଉପଋକ୍ଷହ ଚଢି ନିଆଁ ଲଗାଇବାକ୍ୁ ଚେଷ୍ଟା କରିଥିଲେ । ପେଟ୍ରୋଲ ପମ୍ପ ମାଲିକ ପ୍ରମୋଦ ବାଙ୍କା ଏନେଇ ଟାଉନଥାନାରେ ଅଭିଯୋଗ କରିଛନ୍ତି । ପେଟ୍ରୋଲ ପମ୍ପରେ ଉପସ୍ଥିତ ସ୍ଥାନୀୟ ଲୋକେ ଅସାମାଜିକ ଯୁବକଙ୍କୁ କାବୁ କରି ଟାଉନ ଥାନାକୁ ଖବର ଦେଇଥିଲେ । ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ