Masthead

ଆସୁଛି ଇରଫାନ ଖାନଙ୍କ ଶେଷ ଫିଲ୍ମ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ସ୍ୱର୍ଗତ ଅଭିନେତା ଇରଫାନ ଖାନଙ୍କ ଶେଷ ଚଳଚ୍ଚିତ୍ର ‘ଦି ସ୍କର୍ପିଓନ୍ସ’ ୨୦୨୧ ର ଆରମ୍ଭରେ ବଡ ପରଦାରେ ମୁକ୍ତିଲାଭ କରିବ। ଅନୁପ ସିଂଙ୍କ ନିର୍ଦ୍ଦେଶିତ ଏହି ଡ୍ରାମା ଜଣେ ଯୁବ ଆଦିବାସୀ ମହିଳାଙ୍କ ଉପରେ ରହିଛି । ଚଳିତ ବର୍ଷ ଏପ୍ରିଲରେ ମୃତ୍ୟୁବରଣ କରିଥିବା ଇରଫାନଙ୍କୁ ଓଟ ବ୍ୟବସାୟୀ ଭୂମିକାରେ ଏଥିରେ ଦେଖିବାକୁ ମିଳିବ। ଏପ୍ରିଲ ୨୯ ରେ ୫୪ ବର୍ଷ ବୟସରେ ଇରଫାନ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ।

ତେବେ ଏଥିରେ ତାଙ୍କର ଶେଷ ଝଲକ ଦେଖିବାକୁ ମିଳିବ । ଫ୍ୟାନ୍ସ ମାନଙ୍କ ପାଇଁ ଏହା ତାଙ୍କର ଶେଷ ଭେଟି ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ