Masthead

ମାଈ ମୃଗ ଉଦ୍ଧାର

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ପୌରାଂଚଳ ୧୫ନମ୍ବର ୱାର୍ଡରୁ ମାଈ ମୃଗ ଉଦ୍ଧାର ହୋଇଛି । ୧୫ନମ୍ବର ୱାର୍ଡ ଚାଟ୍ରାରେ ମୃଗଟି ବାଟ ନ ପାଇ ବିଲ ଆଡକୁ ଧାନ ଖାଇବାକୁ ପଶି ଆସିଥିଲା । ଚାଟ୍ରା ୧୫ନମ୍ବର ୱାର୍ଡର ମା’ ମଙ୍ଗଳା ଗୋଷ୍ଠୀକେନ୍ଦ୍ରର ପିଲାଙ୍କ ଦ୍ୱାରା ମାଈ ମୃଗକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଥିଲା । ମୃଗକୁ ଦେଖିବାକୁ ଗ୍ରାମବାସୀଙ୍କ ଭିଡ ଲାଗିଥଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ