Masthead

ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଧ୍ୱଂସ

ସୋର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଲକ୍ଷ୍ମୀ ମାର୍କେଟ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ବିଜୟ ପାଣିଗ୍ରାହୀ ଏବଂ ନାରଣ ପତ୍ରୀଙ୍କ ଗୋଦାମରେ ନିଆଁ ଲାଗିବାର ଦେଖି ସ୍ଥାନୀୟ ଦେକାନୀମାନେ କିଛି ସାମଗ୍ରୀ ଉଦ୍ଧାର କରିିବାକୁ ଚେଷ୍ଟା କରିଥିଲେ । ମାତ୍ର ସେମାନେ ସଫଳ ହୋଇପାରି ନଥିଲେ । ସ୍ଥାନୀୟ ଲୋକେ ଅଡା ଓ ସୋର ଦମକଳ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ