Masthead

ସ୍ନୋ ଫଲର ମଜା ନେଉଛନ୍ତି ପର୍ଯ୍ୟଟକ

ଜମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ): ଦେଶରେ ଜାରି ରହିଛି ଶୀତ ଲହରୀ । ଶୀତର ପ୍ରକୋପରେ ଥରୁଛି ସାରା ଦେଶ । କାଶ୍ମୀର ଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଜାଡ଼ରେ ଅସ୍ତବ୍ୟସ୍ତ ସାରା ଦେଶ । ଅନ୍ୟପଟେ ଭାରତର ଜମ୍ମୁକାଶ୍ମୀରରେ ମଧ୍ୟ ଶୀତର ଲହରୀ ଜାରି ରହିଛି । ଜମ୍ମୁକାଶ୍ମୀରରେ ତୁଷାରପାତର ମଜା ନେଉଛନ୍ତି ପର୍ଯ୍ୟଟକ ।

ଜମ୍ମୁକାଶ୍ମୀରର ପାଟନିଟପ ଠାରେ ଏହି ତୁଷାରପାତର ମଜା ନେଉଥିବା ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ଶୀତ ସାଙ୍ଗକୁ ତୁଷାରପାତର ମଜା ମଧ୍ୟ ନେଉଛନ୍ତି ପର୍ଯ୍ୟଟକ । ଆଗକୁ ନୂତନ ବର୍ଷ ଆସୁଥିବାରୁ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼