Masthead

ଅଟକିଲା ନାବାଳିକାର ବିବାହ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ନାବାଳିକା ବିବାହକୁ ଅଟକାଇଛି ଝାରସୁଗୁଡ଼ା ଚାଇଲ୍ଡ ଲାଇନ । ନାବାଳିକାର ଅନିଚ୍ଛା ସତ୍ୱେ କରାଯାଉଥିଲା ବିବାହ ।ଏଭଳି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା ଗାନ୍ଧିଛକ ଫାଣ୍ଡି ନିକଟରେ । ସୂଚନା ପାଇ ସିଡ଼ିପିଓ, ଚାଇଲ୍ଡ ଲାଇନ ସଦସ୍ୟ ଓ ପୋଲିସ ନାବାଳିକାର ଘରେ ପହଞ୍ଚିଥିଲେ । ଉଭୟ ପରିବାରବର୍ଗଙ୍କୁ ବାଲ୍ୟବିବାହ ଆଇନ ଓ ଏହାର ପରିଣାମ ବିଷୟରେ ଅବଗତ କରାଇ ବିବାହକୁ ଅଟକାଇଥିଲେ । ବର ଘର ଲଖନପୁର ବ୍ଲକ ସାଗରପାଲି ଗ୍ରାମରେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା